ତିଥି ବାର ବେଳା- ଜାନୁଆରୀ ୩୦-ଫେବୃଆରୀ ୫, ୨୦୧୭

News Story - Posted on 2017-01-28

୩୦.୧.୨୦୧୭

ଶ୍ରୀ ସମ୍ୱତ‌୍‍ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୭, ସ୍ୱାଧୀନାବ୍ଦ ୭୦, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୮ଙ୍କ, ସନ୧୪୨୪ସାଲ, ସୌମ୍ୟ ସମ୍ୱତ୍ସର ମକର ଦି୧୭ନ, ଇଂରାଜୀ ୨୦୧୭ ମସିହା, ଜାନୁଆରୀ ୩୦ ତାରିଖ, ସୋମବାର, ମାଘ ଶୁକ୍ଳପକ୍ଷ, ତୃତୀୟା ତିଥି, କୁମ୍ଭ ଚନ୍ଦ୍ର, ଶତଭିଷା ନକ୍ଷତ୍ର। ବ୍ରତ, ଭୂମିପୂଜା, ଗୃହପ୍ରତିଷ୍ଠା, ଜଳାଶୟାରମ୍ଭ, ବିଦ୍ୟାରମ୍ଭ ଓ ଦୀକ୍ଷାଗ୍ରହଣ, ଦେବତାଗଠନ, ପୁଂସବନ, ନାମକରଣ, ବହିଃନିଷ୍କ୍ରମଣ, ସୀମନ୍ତୋନୟନ, ଅନ୍ନପ୍ରାସନ, ବାଣିଜ୍ୟ କ୍ରୟ ଶୁଭ। ଚନ୍ଦ୍ରଶୁଦ୍ଧି -କୁମ୍ଭ, ମେଷ, ବୃଷ, ସିଂହ, କନ୍ୟା ଓ ଧନୁ ରାଶି। ମିଥୁନ ଓ ଧନୁ ରାଶିର ଘାତବାର, ତୁଳା ରାଶିର ଘାତନକ୍ଷତ୍ର, ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର। ପୂଜାବ୍ରତ ଓ ପ୍ରତ୍ୟାବ୍ଦିକ ଶ୍ରାଦ୍ଧ-ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଶୁଭବେଳା-ମାହେନ୍ଦ୍ର ଦିବା ଘ୯ା୧୪ରୁ ଘ୧୧ା୨୦, ରାତ୍ରି ଘ୧୨ା୨୭ରୁ ଘ୨ା୨୦, ଘ୩ା୦ରୁ ଘ୪ା୧୭। ଅମୃତ ସୂର୍ଯ୍ୟୋଦୟରୁ ଘ୮ା୭, ଦିବା ଘ୧୨ା୫୪ରୁ ଘ୩ା୧୪, ସଂଧ୍ୟା ଘ୫ା୨ରୁ ଘ୮ା୨୭, ରାତ୍ରି ଘ୫ା୭ରୁ ନିଶାନ୍ତ।

 

୩୧.୧.୨୦୧୭

ଶ୍ରୀ ସମ୍ୱତ‌୍‍ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୭, ସ୍ୱାଧୀନାବ୍ଦ ୭୦, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୮ଙ୍କ, ସନ୧୪୨୪ସାଲ, ସୌମ୍ୟ ସମ୍ୱତ୍ସର ମକର ଦି୧୮ନ, ଇଂରାଜୀ ୨୦୧୭ ମସିହା, ଜାନୁଆରୀ ୩୧ ତାରିଖ, ମଙ୍ଗଳବାର, ମାଘ ଶୁକ୍ଳପକ୍ଷ, ଚତୁର୍ଥୀ ତିଥି, କୁମ୍ଭ ଚନ୍ଦ୍ର, ପୂର୍ବଭାଦ୍ର ନକ୍ଷତ୍ର। ଅଦ୍ୟ ଶ୍ରୀବରଦା ଗଣେଶ ପୂଜା। ମଳତିଥି-ଯାତ୍ରାଦି ଶୁଭକର୍ମ ନାସ୍ତି। ଚନ୍ଦ୍ରଶୁଦ୍ଧି -କୁମ୍ଭ, ମେଷ, ବୃଷ, ସିଂହ, କନ୍ୟା ଓ ଧନୁ ରାଶି। ମକର ରାଶିର ଘାତବାର, ବୃଷ ଓ କୁମ୍ଭ ରାଶିର ଘାତତିଥି, ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର। ରାତ୍ରି ଘ୭ା୧୪ ଗତେ ମୀନ, ବୃଷ, ମିଥୁନ, କନ୍ୟା, ତୁଳା ଓ ମକର ରାଶିର ଚନ୍ଦ୍ରଶୁଦ୍ଧି। ଧନୁ ରାଶିର ଘାତଚନ୍ଦ୍ର। ମୃତେ ପୁଷ୍କର ୨ପାଦ, ରାତ୍ରି ଘ୧ା୫ ଗତେ ୧ପାଦ। ପୂଜାବ୍ରତ ଓ ପ୍ରତ୍ୟାବ୍ଦିକ ଶ୍ରାଦ୍ଧ-ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଶୁଭବେଳା-ମାହେନ୍ଦ୍ର ଦିବା ଘ୩ା୦ରୁ ଘ୫ା୭, ରାତ୍ରି ଘ୧୧ା୦ରୁ ଘ୧ା୭। ଅମୃତ ଦିବା ଘ୮ା୦ରୁ ଘ୧୦ା୨୦, ଘ୧୨ା୧୪ରୁ ଘ୧ା୫୪, ରାତ୍ରି ଘ୧ା୭ରୁ ଘ୫ା୭।

 

୧.୨.୨୦୧୭

ଶ୍ରୀ ସମ୍ୱତ‌୍‍ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୭, ସ୍ୱାଧୀନାବ୍ଦ ୭୦, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୮ଙ୍କ, ସନ୧୪୨୪ସାଲ, ସୌମ୍ୟ ସମ୍ୱତ୍ସର ମକର ଦି୧୯ନ, ଇଂରାଜୀ ୨୦୧୭ ମସିହା, ଫେବୃଆରୀ ୧ ତାରିଖ, ବୁଧବାର, ମାଘ ଶୁକ୍ଳପକ୍ଷ, ପଞ୍ଚମୀ ତିଥି, ମୀନ ଚନ୍ଦ୍ର, ଉତ୍ତରଭାଦ୍ର ନକ୍ଷତ୍ର। ଅଦ୍ୟ ଶ୍ରୀପଞ୍ଚମୀ ଓ ସରସ୍ୱତୀ ପୂଜା, ଶ୍ରୀମନ୍ଦିରରେ ବସନ୍ତୋତ୍ସବ, ଘୋଡ଼ଲାଗି ନୀତି ସମାପ୍ତ, ସ୍ୱାମୀ ଭାରତୀକୃଷ୍ଣଙ୍କ ବ୍ରହ୍ମଲୀନ ଦିବସ। ବିବାହ, ଭୂମିପୂଜା, ଗୃହପ୍ରତିଷ୍ଠା, ଜଳାଶୟାରମ୍ଭ, ଦେବତାଗଠନ, ପୁଂସବନ, ନାମକରଣ, ବହିଃନିଷ୍କ୍ରମଣ, ସୀମନ୍ତୋନୟନ, ଅନ୍ନପ୍ରାସନ ଓ ଯାତ୍ରା ଶୁଭ। ଚନ୍ଦ୍ରଶୁଦ୍ଧି -ମୀନ, ବୃଷ, ମିଥୁନ, କନ୍ୟା, ତୁଳା ଓ ମକର ରାଶି। କର୍କଟ ରାଶିର ଘାତବାର, ଧନୁ ରାଶିର ଘାତଚନ୍ଦ୍ର। ପୂଜାବ୍ରତ ଓ ପ୍ରତ୍ୟାବ୍ଦିକ ଶ୍ରାଦ୍ଧ-ବିହିତ ଶ୍ରୀପଞ୍ଚମୀ ବ୍ରତ। ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଶୁଭବେଳା-ମାହେନ୍ଦ୍ର ସୂର୍ଯ୍ୟୋଦୟରୁ ଘ୮ା୧୯, ଦିବା ଘ୫ା୬ରୁ ଘ୮ା୧୯, ରାତ୍ରି ଘ୮ା୫୩ରୁ ଘ୧୦ା୬, ଘ୫ା୬ରୁ ନିଶାନ୍ତ। ଅମୃତ ଦିବା ଘ୮ା୧୯ରୁ ଘ୯ା୫୯, ଘ୪ା୪୬ରୁ ଘ୫ା୬, ରାତ୍ରି ଘ୧୨ା୪୬ରୁ ଘ୩ା୬।

 

୨.୨.୨୦୧୭

ଶ୍ରୀ ସମ୍ୱତ‌୍‍ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୭, ସ୍ୱାଧୀନାବ୍ଦ ୭୦, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୮ଙ୍କ, ସନ୧୪୨୪ସାଲ, ସୌମ୍ୟ ସମ୍ୱତ୍ସର ମକର ଦି୨୦ନ, ଇଂରାଜୀ ୨୦୧୭ ମସିହା, ଫେବୃଆରୀ ୨ ତାରିଖ, ଗୁରୁବାର, ମାଘ ଶୁକ୍ଳପକ୍ଷ, ଷଷ୍ଠୀ ତିଥି, ମୀନ ଚନ୍ଦ୍ର, ରେବତୀ ନକ୍ଷତ୍ର। ଦଗ୍ଧାତିଥି-ଯାତ୍ରାଦି ଶୁଭକର୍ମ ନାସ୍ତି। ଚନ୍ଦ୍ରଶୁଦ୍ଧି -ମୀନ, ବୃଷ, ମିଥୁନ, କନ୍ୟା, ତୁଳା ଓ ମକର ରାଶି। ତୁଳା ଓ କୁମ୍ଭ ରାଶିର ଘାତବାର, ମେଷ ଓ କର୍କଟ ରାଶିର ଘାତତିଥି, ବିଛା ରାଶିର ଘାତନକ୍ଷତ୍ର, ଧନୁ ରାଶିର ଘାତଚନ୍ଦ୍ର। ରାତ୍ରି ଘ୯ା୨୯ ଗତେ ମେଷ, ମିଥୁନ, କର୍କଟ, ତୁଳା ଓ ବିଛା ରାଶିର ଚନ୍ଦ୍ରଶୁଦ୍ଧି। ମେଷ ରାଶିର ଘାତଚନ୍ଦ୍ର। ପୂଜାବ୍ରତ ଓ ପ୍ରତ୍ୟାବ୍ଦିକ ଶ୍ରାଦ୍ଧ-ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଶୁଭବେଳା-ମାହେନ୍ଦ୍ର ସୂର୍ଯ୍ୟୋଦୟରୁ ଘ୮ା୩୪, ଦିବା ଘ୧୨ା୨୭ରୁ ଘ୨ା୨୦, ସଂଧ୍ୟା ଘ୬ା୨୭ରୁ ଘ୮ା୩୪, ରାତ୍ରି ଘ୨ା୩୪ରୁ ଘ୪ା୨୭, ଘ୫ା୭ରୁ ନିଶାନ୍ତ। ଅମୃତ ଦିବା ଘ୨ା୨୦ରୁ ଘ୪ା୦, ରାତ୍ରି ଘ୮ା୩୪ରୁ ଘ୧୨ା୩୪।

 

୩.୨.୨୦୧୭

ଶ୍ରୀ ସମ୍ୱତ‌୍‍ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୭, ସ୍ୱାଧୀନାବ୍ଦ ୭୦, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୮ଙ୍କ, ସନ୧୪୨୪ସାଲ, ସୌମ୍ୟ ସମ୍ୱତ୍ସର ମକର ଦି୨୧ନ, ଇଂରାଜୀ ୨୦୧୭ ମସିହା, ଫେବୃଆରୀ ୩ ତାରିଖ, ଶୁକ୍ରବାର, ମାଘ ଶୁକ୍ଳପକ୍ଷ, ସପ୍ତମୀ ତିଥି, ମେଷ ଚନ୍ଦ୍ର, ଅଶ୍ୱିନୀ ନକ୍ଷତ୍ର। ଅଦ୍ୟ ମାଘସପ୍ତମୀ, ଚନ୍ଦ୍ରଭାଗା ସ୍ନାନ, ଅଭିମନ୍ୟୁ, ଅଦ୍ୱ୍ଭେତ, ଜଗନ୍ନାଥ ଦାସ ଓ ମାଧବାଚାର୍ଯ୍ୟଙ୍କ ଜୟନ୍ତୀ, ମନ୍ୱାବ୍ଦ ଶ୍ରାଦ୍ଧ। ନକ୍ଷତ୍ରାମୃତ ଯୋଗ-ବ୍ରତ, ଭୂମିପୂଜା, ଗୃହପ୍ରତିଷ୍ଠା, ଜଳାଶୟାରମ୍ଭ, ଦେବତାଗଠନ, ପୁଂସବନ, ନାମକରଣ, ଚୁଡ଼ାକରଣ, ବହିଃନିଷ୍କ୍ରମଣ, ସୀମନ୍ତୋନୟନ, ଅନ୍ନପ୍ରାସନ, ବାଣିଜ୍ୟ କ୍ରୟ ଓ ଯାତ୍ରା ଶୁଭ। ଚନ୍ଦ୍ରଶୁଦ୍ଧି -ମିଥୁନ, କର୍କଟ, ତୁଳା ଓ ବିଛା ରାଶି। ବିଛା ଓ ମୀନ ରାଶିର ଘାତବାର, ଧନୁ ରାଶିର ଘାତତିଥି, ମେଷ ରାଶିର ଘାତଚନ୍ଦ୍ର। ପୂଜାବ୍ରତ ଓ ପ୍ରତ୍ୟାବ୍ଦିକ ଶ୍ରାଦ୍ଧ-ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଶୁଭବେଳା-ମାହେନ୍ଦ୍ର ଦିବା ଘ୮ା୪୬ରୁ ଘ୧୦ା୩୯, ଘ୧ା୨୬ରୁ ଘ୩ା୩୩। ଅମୃତ ସୂର୍ଯ୍ୟୋଦୟରୁ ଘ୮ା୪୬, ସଂଧ୍ୟା ଘ୬ା୨୬ରୁ ଘ୧୦ା୬, ରାତ୍ରି ଘ୩ା୨୬ରୁ ନିଶାନ୍ତ।

 

୪.୨.୨୦୧୭

ଶ୍ରୀ ସମ୍ୱତ‌୍‍ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୭, ସ୍ୱାଧୀନାବ୍ଦ ୭୦, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୮ଙ୍କ, ସନ୧୪୨୪ସାଲ, ସୌମ୍ୟ ସମ୍ୱତ୍ସର ମକର ଦି୨୨ନ, ଇଂରାଜୀ ୨୦୧୭ ମସିହା, ଫେବୃଆରୀ ୪ ତାରିଖ, ଶନିବାର, ମାଘ ଶୁକ୍ଳପକ୍ଷ, ଅଷ୍ଟମୀ ତିଥି, ମେଷ ଚନ୍ଦ୍ର, ଦ୍ୱିଜା ନକ୍ଷତ୍ର। ଅଦ୍ୟ ଭୀଷ୍ମାଷ୍ଟମୀ ଶ୍ରାଦ୍ଧ। ବାଣିଜ୍ୟ ବିକ୍ରୟ ଶୁଭ। ଚନ୍ଦ୍ରଶୁଦ୍ଧି -ମିଥୁନ, କର୍କଟ, ତୁଳା ଓ ବିଛା ରାଶି। ବୃଷ, ସିଂହ ଓ କନ୍ୟା ରାଶିର ଘାତବାର, ମିଥୁନ ଓ କନ୍ୟା ରାଶିର ଘାତତିଥି, ମେଷ ରାଶିର ଘାତଚନ୍ଦ୍ର। ରାତ୍ରି ଘ୧୨ା୪୫ ଗତେ ବୃଷ, କର୍କଟ, ସିଂହ, ବିଛା, ଧନୁ ଓ ମୀନ ରାଶିର ଚନ୍ଦ୍ରଶୁଦ୍ଧି। ବିଛା ରାଶିର ଘାତଚନ୍ଦ୍ର। ମୃତେ ପୁଷ୍କର ୧ପାଦ, ରାତ୍ରି ଘ୭ା୬ ଗତେ ୨ପାଦ। ପୂଜାବ୍ରତ ଓ ପ୍ରତ୍ୟାବ୍ଦିକ ଶ୍ରାଦ୍ଧ-ରାହୁ ମହାଗ୍ରହ ପୂଜା। ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଶୁଭବେଳା-ମାହେନ୍ଦ୍ର ରାତ୍ରି ଘ୭ା୩୩ରୁ ଘ୯ା୨୬। ଅମୃତ ଦିବା ଘ୧୧ା୧୩ରୁ ଘ୧ା୩୩, ଘ୩ା୨୬ରୁ ଘ୫ା୬, ରାତ୍ରି ଘ୧୨ା୧୩ରୁ ଘ୪ା୧୩।

 

୫.୨.୨୦୧୭

ଶ୍ରୀ ସମ୍ୱତ‌୍‍ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୭, ସ୍ୱାଧୀନାବ୍ଦ ୭୦, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୮ଙ୍କ, ସନ୧୪୨୪ସାଲ, ସୌମ୍ୟ ସମ୍ୱତ୍ସର ମକର ଦି୨୩ନ, ଇଂରାଜୀ ୨୦୧୭ ମସିହା, ଫେବୃଆରୀ ୫ ତାରିଖ, ରବିବାର, ମାଘ ଶୁକ୍ଳପକ୍ଷ, ନବମୀ ତିଥି, ବୃଷ ଚନ୍ଦ୍ର, କୃତ୍ତିକା ନକ୍ଷତ୍ର।  ରିକ୍ତାତିଥି-ମାଙ୍ଗଳିକ ଶୁଭକର୍ମ ନାସ୍ତି। ଚନ୍ଦ୍ରଶୁଦ୍ଧି -ବୃଷ, କର୍କଟ, ସିଂହ, ଧନୁ ଓ ମୀନ ରାଶି। ମେଷ ରାଶିର ଘାତବାର, ସିଂହ ଓ ବିଛା ରାଶିର ଘାତତିଥି, ବିଛା ରାଶିର ଘାତଚନ୍ଦ୍ର। ମୃତେ ପୁଷ୍କର ୨ପାଦ, ସଂଧ୍ୟା ଘ୫ା୩୮ ଗତେ ୧ପାଦ। ପୂଜାବ୍ରତ ଓ ପ୍ରତ୍ୟାବ୍ଦିକ ଶ୍ରାଦ୍ଧ-ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଶୁଭବେଳା-ମାହେନ୍ଦ୍ର ଦିବା ଘ୯ା୨୫ରୁ ଘ୧୧ା୧୮, ଘ୨ା୫ରୁ ଘ୪ା୧୨, ରାତ୍ରି ଘ୭ା୫ରୁ ଘ୯ା୧୨, ଘ୩ା୧୨ରୁ ଘ୩ା୫୫। ଅମୃତ ଦିବା ଘ୭ା୫ରୁ ଘ୯ା୨୫, ରାତ୍ରି ଘ୯ା୧୨ରୁ ଘ୧୦ା୫୦।


ପ୍ରତିକ୍ରିୟା

ନିଜର ପ୍ରତିକ୍ରିୟା ଦିଅନ୍ତୁ-









© 2015. Samanya Kathan All Rights Reserved | Editor : Debendra Prusty     

To Top