ତିଥି ବାର ବେଳା- ଫେବୃଆରୀ ୬-୧୨, ୨୦୧୭

News Story - Posted on 2017-02-05

୬.୨.୨୦୧୭

ଶ୍ରୀ ସମ୍ୱତ‌୍‍ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୭, ସ୍ୱାଧୀନାବ୍ଦ ୭୦, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୮ଙ୍କ, ସନ୧୪୨୪ସାଲ, ସୌମ୍ୟ ସମ୍ୱତ୍ସର ମକର ଦି୨୪ନ, ଇଂରାଜୀ ୨୦୧୭ ମସିହା, ଫେବୃଆରୀ ୬ ତାରିଖ, ସୋମବାର, ମାଘ ଶୁକ୍ଳପକ୍ଷ, ଦଶମୀ ତିଥି, ବୃଷ ଚନ୍ଦ୍ର, ରୋହିଣୀ ନକ୍ଷତ୍ର। ତିଥ୍ୟମୃତ ଯୋଗ-ବିବାହ, ଭୂମିପୂଜା, ଗୃହପ୍ରତିଷ୍ଠା, ଜଳାଶୟାରମ୍ଭ, ଦେବତାଗଠନ, ପୁଂସବନ, ନାମକରଣ, ଚୁଡ଼ାକରଣ, ବହିଃନିଷ୍କ୍ରମଣ, ସୀମନ୍ତୋନୟନ, ଅନ୍ନପ୍ରାସନ, ଯାତ୍ରା ଶୁଭ। ଚନ୍ଦ୍ରଶୁଦ୍ଧି -ବୃଷ, କର୍କଟ, ସିଂହ, ଧନୁ ଓ ମୀନ ରାଶି। ମିଥୁନ ଓ ଧନୁ ରାଶିର ଘାତବାର, ମକର ରାଶିର ଘାତନକ୍ଷତ୍ର, ବିଛା ରାଶିର ଘାତଚନ୍ଦ୍ର। ରାତ୍ରି ଘ୩ା୨୦ ଗତେ ମିଥୁନ, ସିଂହ, କନ୍ୟା, ଧନୁ, ମକର ଓ ମେଷ ରାଶିର ଚନ୍ଦ୍ରଶୁଦ୍ଧି। କନ୍ୟା ରାଶିର ଘାତଚନ୍ଦ୍ର। ପୂଜାବ୍ରତ ଓ ପ୍ରତ୍ୟାବ୍ଦିକ ଶ୍ରାଦ୍ଧ-ଚନ୍ଦ୍ର ମହାଗ୍ରହ ପୂଜା। ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଶୁଭବେଳା-ମାହେନ୍ଦ୍ର ଦିବା ଘ୯ା୦ରୁ ଘ୧୧ା୫, ରାତ୍ରି ଘ୧୨ା୧୨ରୁ ଘ୨ା୫, ଘ୨ା୫୨ରୁ ଘ୪ା୦୮। ଅମୃତ ସୂର୍ଯ୍ୟୋଦୟରୁ ଘ୭ା୫୨, ଦିବା ଘ୧୨ା୪୦ରୁ ଘ୩ା୦,  ଘ୪ା୫୨ରୁ ଘ୮ା୧୨, ରାତ୍ରି ଘ୪ା୫୨ରୁ ନିଶାନ୍ତ।

 

୭.୨.୨୦୧୭

ଶ୍ରୀ ସମ୍ୱତ‌୍‍ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୭, ସ୍ୱାଧୀନାବ୍ଦ ୭୦, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୮ଙ୍କ, ସନ୧୪୨୪ସାଲ, ସୌମ୍ୟ ସମ୍ୱତ୍ସର ମକର ଦି୨୫ନ, ଇଂରାଜୀ ୨୦୧୭ ମସିହା, ଫେବୃଆରୀ ୭ ତାରିଖ, ମଙ୍ଗଳବାର, ମାଘ ଶୁକ୍ଳପକ୍ଷ, ଏକାଦଶୀ ତିଥି, ମିଥୁନ ଚନ୍ଦ୍ର, ମୃଗଶିରା ନକ୍ଷତ୍ର। ଅଦ୍ୟ ଭୈମୀ ଏକାଦଶୀ, ମହାପୁରୁଷ ଅଚ୍ୟୁତାନନ୍ଦ ଜୟନ୍ତୀ, ବ୍ୟାସ ସରୋବର ମେଳା। ପାପଯୋଗ-ଯାତ୍ରାଦି ଶୁଭକର୍ମ ନାସ୍ତି। ଚନ୍ଦ୍ରଶୁଦ୍ଧି -ମିଥୁନ, ସିଂହ, ଧନୁ, ମକର ଓ ମେଷ ରାଶି। ମକର ରାଶିର ଘାତବାର, କନ୍ୟା ରାଶିର ଘାତଚନ୍ଦ୍ର। ମୃତେ ପୁଷ୍କର ୧ପାଦ, ଦିବା ଘ୧ା୨୪ ଗତେ ୨ପାଦ। ପୂଜାବ୍ରତ ଓ ପ୍ରତ୍ୟାବ୍ଦିକ ଶ୍ରାଦ୍ଧ-ସର୍ବତ୍ର ଭୌମୀ ଏକାଦଶୀ ବା ବଡ଼ ଏକାଦଶୀ ବ୍ରତ ବିହିତ। ଏକାଦଶୀର ଏକୋଦ୍ଦିଷ୍ଟ ଓ ଦ୍ୱାଦଶୀର ପାର୍ବଣ ଶ୍ରାଦ୍ଧ। ଶୁଭବେଳା-ମାହେନ୍ଦ୍ର ଦିବା ଘ୨ା୫୭ରୁ ଘ୫ା୪, ରାତ୍ରି ଘ୧୦ା୫୭ରୁ ଘ୧ା୪। ଅମୃତ ଦିବା ଘ୭ା୫୭ରୁ ଘ୧୦ା୧୭, ଘ୧୨ା୧୧ରୁ ଘ୧ା୫୧,  ରାତ୍ରି ଘ୧ା୪ରୁ ଘ୪ା୫୪।

 

୮.୨.୨୦୧୭

ଶ୍ରୀ ସମ୍ୱତ‌୍‍ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୭, ସ୍ୱାଧୀନାବ୍ଦ ୭୦, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୮ଙ୍କ, ସନ୧୪୨୪ସାଲ, ସୌମ୍ୟ ସମ୍ୱତ୍ସର ମକର ଦି୨୬ନ, ଇଂରାଜୀ ୨୦୧୭ ମସିହା, ଫେବୃଆରୀ ୮ ତାରିଖ, ବୁଧବାର, ମାଘ ଶୁକ୍ଳପକ୍ଷ, ଦ୍ୱାଦଶୀ ତିଥି, ମିଥୁନ ଚନ୍ଦ୍ର, ଆର୍ଦ୍ରା ନକ୍ଷତ୍ର। ଅଦ୍ୟ ବରାହ ଦ୍ୱାଦଶୀ ବା ଆମଳକୀ ଦ୍ୱାଦଶୀ। ସିଦ୍ଧିଯୋଗ-ଭୂମିପୂଜା ଶୁଭ। ଚନ୍ଦ୍ରଶୁଦ୍ଧି -ମିଥୁନ, ସିଂହ, ଧନୁ, ମକର ଓ ମେଷ ରାଶି। କର୍କଟ ରାଶିର ଘାତବାର, ତୁଳା, ମକର ଓ ମୀନ ରାଶିର ଘାତତିଥି, କୁମ୍ଭ ରାଶିର ଘାତନକ୍ଷତ୍ର, କନ୍ୟା ରାଶିର ଘାତଚନ୍ଦ୍ର। ନିଶାନ୍ତ ଘ୫ା୫୧ ଗତେ କର୍କଟ, କନ୍ୟା, ତୁଳା, ମକର, କୁମ୍ଭ ଓ ବୃଷ ରାଶିର ଚନ୍ଦ୍ରଶୁଦ୍ଧି। ପୂଜାବ୍ରତ ଓ ପ୍ରତ୍ୟାବ୍ଦିକ ଶ୍ରାଦ୍ଧ-ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଶୁଭବେଳା-ମାହେନ୍ଦ୍ର ସୂର୍ଯ୍ୟୋଦୟରୁ ଘ୮ା୧୭, ଦିବା ଘ୫ା୪ରୁ ଘ୮ା୧୭, ରାତ୍ରି ଘ୮ା୫୭ରୁ ଘ୧୧ା୪, ଘ୫ା୪ରୁ ନିଶାନ୍ତ। ଅମୃତ ଦିବା ଘ୮ା୧୭ରୁ ଘ୯ା୫୭, ଘ୨ା୪୪ରୁ ଘ୫ା୪,  ରାତ୍ରି ଘ୧୨ା୪୪ରୁ ଘ୩ା୪।

 

୯.୨.୨୦୧୭

ଶ୍ରୀ ସମ୍ୱତ‌୍‍ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୭, ସ୍ୱାଧୀନାବ୍ଦ ୭୦, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୮ଙ୍କ, ସନ୧୪୨୪ସାଲ, ସୌମ୍ୟ ସମ୍ୱତ୍ସର ମକର ଦି୨୭ନ, ଇଂରାଜୀ ୨୦୧୭ ମସିହା, ଫେବୃଆରୀ ୯ ତାରିଖ, ଗୁରୁବାର, ମାଘ ଶୁକ୍ଳପକ୍ଷ, ତ୍ରୟୋଦଶୀ ତିଥି, କର୍କଟ ଚନ୍ଦ୍ର, ପୁନର୍ବସୁ ନକ୍ଷତ୍ର। ଅଦ୍ୟ ଶ୍ରୀନିତ୍ୟାନନ୍ଦ ମହାପ୍ରଭୁଙ୍କ ଜନ୍ମୋତ୍ସବ, ଶିବଚତୁର୍ଦ୍ଦଶୀ ଉପବାସ ଓ ବେଢା। ତିଥ୍ୟମୃତ ଯୋଗ-ଦିବା ଘ୧୨ା୫୩ ଗତେ ବ୍ରତ, ଭୂମିପୂଜା, ଗୃହପ୍ରତିଷ୍ଠା, ଜଳାଶୟାରମ୍ଭ, ଦେବତାଗଠନ, ବିଦ୍ୟାରମ୍ଭ ଓ ଦୀକ୍ଷାଗ୍ରହଣ, ପୁଂସବନ, ନାମକରଣ, ଚୁଡ଼ାକରଣ, ବହିଃନିଷ୍କ୍ରମଣ, ସୀମନ୍ତୋନୟନ, ଅନ୍ନପ୍ରାସନ, ଯାତ୍ରା ଶୁଭ। ଚନ୍ଦ୍ରଶୁଦ୍ଧି -କର୍କଟ, କନ୍ୟା, ତୁଳା, ମକର, କୁମ୍ଭ ଓ ବୃଷ ରାଶି। ତୁଳା ଓ କୁମ୍ଭ ରାଶିର ଘାତବାର। ପୂଜାବ୍ରତ ଓ ପ୍ରତ୍ୟାବ୍ଦିକ ଶ୍ରାଦ୍ଧ-ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଶୁଭବେଳା-ମାହେନ୍ଦ୍ର ସୂର୍ଯ୍ୟୋଦୟରୁ ଘ୮ା୩୦, ଦିବା ଘ୧୨ା୨୩ରୁ ଘ୨ା୧୬, ସଂଧ୍ୟା ଘ୬ା୨୩ରୁ ଘ୮ା୩୦, ରାତ୍ରି ଘ୨ା୩୦ରୁ ଘ୪ା୨୩, ଘ୫ା୩ରୁ ନିଶାନ୍ତ। ଅମୃତ ଦିବା ଘ୨ା୧୬ରୁ ଘ୩ା୫୬, ରାତ୍ରି ଘ୮ା୩୦ରୁ ଘ୧୨ା୩୦।

 

୧୦.୨.୨୦୧୭

ଶ୍ରୀ ସମ୍ୱତ‌୍‍ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୭, ସ୍ୱାଧୀନାବ୍ଦ ୭୦, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୮ଙ୍କ, ସନ୧୪୨୪ସାଲ, ସୌମ୍ୟ ସମ୍ୱତ୍ସର ମକର ଦି୨୮ନ, ଇଂରାଜୀ ୨୦୧୭ ମସିହା, ଫେବୃଆରୀ ୧୦ ତାରିଖ, ଶୁକ୍ରବାର, ମାଘ ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀ(ପୂର୍ଣ୍ଣିମା କ୍ଷୟ) ତିଥି, କର୍କଟ ଚନ୍ଦ୍ର, ପୁଷ୍ୟା ନକ୍ଷତ୍ର। ଅଦ୍ୟ ଅଗ୍ନ୍ୟୁତ୍ସବ, ମାଘପୂର୍ଣ୍ଣିମା, ଯୋରନ୍ଦା ମେଳା, ଶ୍ରୀଜଗନ୍ନାଥଙ୍କ ଗଜୋଦ୍ଧାରଣ ବେଶ, ଚନ୍ଦ୍ରପୂଜା। ତ୍ର୍ୟହସ୍ପର୍ଶା ତିଥି-ଯାତ୍ରାଦି ଶୁଭକର୍ମ ନାସ୍ତି। ଚନ୍ଦ୍ରଶୁଦ୍ଧି -କର୍କଟ, କନ୍ୟା, ତୁଳା, ମକର, କୁମ୍ଭ ଓ ବୃଷ ରାଶି। ବିଛା ଓ ମୀନ ରାଶିର ଘାତବାର। ପୂଜାବ୍ରତ ଓ ପ୍ରତ୍ୟାବ୍ଦିକ ଶ୍ରାଦ୍ଧ-ପୂର୍ଣ୍ଣିମାର ଏକୋଦ୍ଦିଷ୍ଟ ଶ୍ରାଦ୍ଧ। ଶୁଭବେଳା-ମାହେନ୍ଦ୍ର ଦିବା ଘ୮ା୪୩ରୁ ଘ୧୦ା୩୬,  ଘ୧ା୨୩ରୁ ଘ୩ା୩୦। ଅମୃତ ସୂର୍ଯ୍ୟୋଦୟରୁ ଘ୮ା୪୩, ସଂଧ୍ୟା ଘ୬ା୨୩ରୁ ଘ୧୦ା୩, ରାତ୍ରି ଘ୩ା୨୩ରୁ ନିଶାନ୍ତ।

 

୧୧.୨.୨୦୧୭

ଶ୍ରୀ ସମ୍ୱତ‌୍‍ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୭, ସ୍ୱାଧୀନାବ୍ଦ ୭୦, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୮ଙ୍କ, ସନ୧୪୨୪ସାଲ, ସୌମ୍ୟ ସମ୍ୱତ୍ସର ମକର ଦି୨୯ନ, ଇଂରାଜୀ ୨୦୧୭ ମସିହା, ଫେବୃଆରୀ ୧୧ ତାରିଖ, ଶନିବାର, ଫାଲ୍ଗୁନ କୃଷ୍ଣପକ୍ଷ, ପ୍ରତିପଦ ତିଥି, କର୍କଟ ଚନ୍ଦ୍ର, ଅଶ୍ଳେଷା ନକ୍ଷତ୍ର। ଅଦ୍ୟ ମାସାନ୍ତ। ତିଥ୍ୟମୃତ ଯୋଗ-ଦିବା ଘ୧୦ା୩୦ ଗତେ ବିବାହ ଓ ବାଣିଜ୍ୟ ବିକ୍ରୟ ଶୁଭ। ଚନ୍ଦ୍ରଶୁଦ୍ଧି -କର୍କଟ, କନ୍ୟା, ତୁଳା, ମକର, କୁମ୍ଭ ଓ ବୃଷ ରାଶି। ବୃଷ, ସିଂହ ଓ କନ୍ୟା ରାଶିର ଘାତବାର, ମୀନ ରାଶିର ଘାତନକ୍ଷତ୍ର। ଦିବା ଘ୯ା୩୧ ଗତେ ସିଂହ, ତୁଳା, ବିଛା, କୁମ୍ଭ, ମୀନ ଓ ମିଥୁନ ରାଶିର ଚନ୍ଦ୍ରଶୁଦ୍ଧି। କର୍କଟ ଓ ମକର ରାଶିର ଘାତଚନ୍ଦ୍ର। ମୃତେ ପୁଷ୍କର ୧ପାଦ, ନିଶାନ୍ତ ଘ୫ା୩ ଗତେ ୨ପାଦ। ପୂଜାବ୍ରତ ଓ ପ୍ରତ୍ୟାବ୍ଦିକ ଶ୍ରାଦ୍ଧ-ପ୍ରତିପଦର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଶୁଭବେଳା-ମାହେନ୍ଦ୍ର ରାତ୍ରି ଘ୭ା୨୯ରୁ ଘ୯ା୨୨। ଅମୃତ ଦିବା ଘ୧୧ା୯ରୁ ଘ୧ା୨୯, ଘ୩ା୨୨ରୁ ଘ୫ା୨, ରାତ୍ରି ଘ୧୨ା୯ରୁ ଘ୪ା୯।

 

୧୨.୨.୨୦୧୭

ଶ୍ରୀ ସମ୍ୱତ‌୍‍ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୭, ସ୍ୱାଧୀନାବ୍ଦ ୭୦, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୮ଙ୍କ, ସନ୧୪୨୪ସାଲ, ସୌମ୍ୟ ସମ୍ୱତ୍ସର କୁମ୍ଭ ଦି୧ନ, ଇଂରାଜୀ ୨୦୧୭ ମସିହା, ଫେବୃଆରୀ ୧୨ ତାରିଖ, ରବିବାର, ଫାଲ୍ଗୁନ କୃଷ୍ଣପକ୍ଷ, ଦ୍ୱିତୀୟା ତିଥି, ସିଂହ ଚନ୍ଦ୍ର, ମଘା ନକ୍ଷତ୍ର। ଅଦ୍ୟ ବିଷ୍ଣୁପଦୀ କୁମ୍ଭ ସଂକ୍ରାନ୍ତି। ନିରଂଶ ଦିବସ-ଯାତ୍ରାଦି ଶୁଭକର୍ମ ନାସ୍ତି। ଚନ୍ଦ୍ରଶୁଦ୍ଧି -ସିଂହ, ତୁଳା, ବିଛା, କୁମ୍ଭ, ମୀନ ଓ ମିଥୁନ ରାଶି। ମେଷ ରାଶିର ଘାତବାର ଓ ଘାତନକ୍ଷତ୍ର, କର୍କଟ ଓ ମକର ରାଶିର ଘାତଚନ୍ଦ୍ର। ମୃତେ ପୁଷ୍କର ୨ପାଦ, ରାତ୍ରି ଘ୪ା୩୬ ଗତେ ୧ପାଦ। ଅଦ୍ୟ କୁମ୍ଭ ସଂକ୍ରାନ୍ତ କୃତ୍ୟ। ରାତ୍ରି ଘ୫ା୨୬ ସମୟେ ରବି କୁମ୍ଭକୁ ସଂକ୍ରମଣ। ପରଦିନ ଦିନାର୍ଦ୍ଧ ମେଧ୍ୟ ପୁଣ୍ୟକାଳ। ପୂଜାବ୍ରତ ଓ ପ୍ରତ୍ୟାବ୍ଦିକ ଶ୍ରାଦ୍ଧ-ଦ୍ୱିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଶୁଭବେଳା-ମାହେନ୍ଦ୍ର ଦିବା ଘ୯ା୨୨ରୁ ଘ୧୧ା୧୫, ଘ୨ା୨ରୁ ଘ୪ା୯, ସଂଧ୍ୟା ଘ୭ା୨ରୁ ଘ୯ା୯, ରାତ୍ରି ଘ୩ା୯ରୁ ଘ୫ା୨। ଅମୃତ ଦିବା ଘ୭ା୨ରୁ ଘ୯ା୨୨, ରାତ୍ରି ଘ୯ା୯ରୁ ଘ୧୦ା୪୯।


ପ୍ରତିକ୍ରିୟା

ନିଜର ପ୍ରତିକ୍ରିୟା ଦିଅନ୍ତୁ-









© 2015. Samanya Kathan All Rights Reserved | Editor : Debendra Prusty     

To Top