ତିଥି ବାର ବେଳା- ମାର୍ଚ୍ଚ ୨୮-ଏପ୍ରିଲ ୩, ୨୦୧୬

ତିଥି ବାର ବେଳା- ମାର୍ଚ୍ଚ ୨୮-ଏପ୍ରିଲ ୩, ୨୦୧୬

Share :

    ୨୮.୩.୨୦୧୬ ଶ୍ରୀ ସମ୍ୱତ‌୍‍ ୨୦୭୨, ଶକାବ୍ଦ ୧୯୩୭, ଯୁଗାବ୍ଦ ୫୧୧୬, ସ୍ୱାଧୀନାବ୍ଦ ୬୯, ଶ୍ରୀଶ୍ରୀ ଦିବ୍ୟସିଂହ ଦେବ ମହାରାଜାଙ୍କ ଅ୫୭ଙ୍କ, ସନ୧୪୨୩ସାଲ, ସୌମ୍ୟ ସମ୍ୱତ୍ସର, ମୀନ ଦି୧୫ନ, ଇଂରାଜୀ ୨୦୧୬ ମସିହା, ମାର୍ଚ୍ଚ ୨୮ ତାରିଖ, ସୋମବାର, ଚୈତ୍ର କୃଷ୍ଣପକ୍ଷ, ପଞ୍ଚମୀ ତିଥି, ବିଛା ଚନ୍ଦ୍ର, ବିଶାଖା ନକ୍ଷତ୍ର। ଚନ୍ଦ୍ରଶୁଦ୍ଧି -ବିଛା, ମକର, କୁମ୍ଭ, ମିଥୁନ ଓ କନ୍ୟା ରାଶି। ମିଥୁନ ଓ ଧନୁ ରାଶିର ଘାତବାର, ବୃଷ ଓ କୁମ୍ଭ ରାଶିର ଘାତତିଥି, ବୃଷ ରାଶିର ଘାତଚନ୍ଦ୍ର। ସାମ୍ୱତ୍ସରିକ ଶ୍ରାଦ୍ଧ - ପଞ୍ଚମୀର ଏକୋଦ୍ଦିଷ୍ଟ ଓ ସପ୍ତମୀର ପାର୍ବଣ ଶ୍ରାଦ୍ଧ।   ୨୯.୩.୨୦୧୬ ଶ୍ରୀ ସମ୍ୱତ‌୍‍ ୨୦୭୨, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୬, ସ୍ୱାଧୀନାବ୍ଦ ୬୯, ଶ୍ରୀଶ୍ରୀ ଦିବ୍ୟସିଂହ ଦେବ ମହାରାଜାଙ୍କ ଅ୫୭ଙ୍କ, ସନ୧୪୨୩ସାଲ, ସୌମ୍ୟ ସମ୍ୱତ୍ସର, ମୀନ ଦି୧୬ନ, ଇଂରାଜୀ ୨୦୧୬ ମସିହା, ମାର୍ଚ୍ଚ ୨୯ ତାରିଖ, ମଙ୍ଗଳବାର, ଚୈତ୍ର କୃଷ୍ଣପକ୍ଷ, ପଞ୍ଚମି (ମଳ) ତିଥି, ବିଛା ଚନ୍ଦ୍ର, ଅନୁରାଧା ନକ୍ଷତ୍ର। ଅଦ୍ୟ ତାରାତାରିଣୀ ଯାତ୍ରା ଓ ସ୍କନ୍ଧଷଷ୍ଠୀ। ଚନ୍ଦ୍ରଶୁଦ୍ଧି -ବିଛା, ମକର, କୁମ୍ଭ, ମିଥୁନ ଓ କନ୍ୟା ରାଶି। ମକର ରାଶିର ଘାତବାର, କର୍କଟ ରାଶିର ଘାତନକ୍ଷତ୍ର, ବୃଷ ରାଶିର ଘାତଚନ୍ଦ୍ର। ପୁଷ୍କର-ମୃତେ ୧ ପାଦ। ସାମ୍ୱତ୍ସରିକ ଶ୍ରାଦ୍ଧ - ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ।   ୩୦.୩.୨୦୧୬ ଶ୍ରୀ ସମ୍ୱତ‌୍‍ ୨୦୭୨, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୬, ସ୍ୱାଧୀନାବ୍ଦ ୬୯, ଶ୍ରୀଶ୍ରୀ ଦିବ୍ୟସିଂହ ଦେବ ମହାରାଜାଙ୍କ ଅ୫୭ଙ୍କ, ସନ୧୪୨୩ସାଲ, ସୌମ୍ୟ ସମ୍ୱତ୍ସର, ମୀନ ଦି୧୭ନ, ଇଂରାଜୀ ୨୦୧୬ ମସିହା, ମାର୍ଚ୍ଚ ୩୦ ତାରିଖ, ବୁଧବାର, ଚୈତ୍ର କୃଷ୍ଣପକ୍ଷ, ଷଷ୍ଠୀ ତିଥି, ବିଛା ଚନ୍ଦ୍ର, ଜ୍ୟେଷ୍ଠା ନକ୍ଷତ୍ର। ତିଥ୍ୟମୃତ ଯୋଗ-ଦେବତାଗଠନ, ଚୁଡ଼ାକରଣ, ବହିଃନିଷ୍କ୍ରମଣ, ଔଷଧିକରଣ, ଗୋକ୍ରୟ, ହଳପ୍ରବାହ। ଚନ୍ଦ୍ରଶୁଦ୍ଧି -ବିଛା, ମକର, କୁମ୍ଭ, ମିଥୁନ ଓ କନ୍ୟା ରାଶି। କର୍କଟ ରାଶିର ଘାତବାର, ମେଷ ଓ କର୍କଟ ରାଶିର ଘାତତିଥି, ବୃଷ ରାଶିର ଘାତଚନ୍ଦ୍ର। ଦିବା ୧୨/୪୭ ଗତେ ଧନୁ, କୁମ୍ଭ, ମିଥୁନ, କର୍କଟ ଓ ତୁଳା ରାଶିର ଚନ୍ଦ୍ରଶୁଦ୍ଧି। ମୀନ ରାଶିର ଘାତଚନ୍ଦ୍ର। ସାମ୍ୱତ୍ସରିକ ଶ୍ରାଦ୍ଧ - ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ।   ୩୧.୩.୨୦୧୬ ଶ୍ରୀ ସମ୍ୱତ‌୍‍ ୨୦୭୨, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୬, ସ୍ୱାଧୀନାବ୍ଦ ୬୯, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୭ଙ୍କ, ସନ୧୪୨୩ସାଲ, ସୌମ୍ୟ ସମ୍ୱତ୍ସର, ମୀନ ଦି୧୮ନ, ଇଂରାଜୀ ୨୦୧୬ ମସିହା, ମାର୍ଚ୍ଚ ୩୧ ତାରିଖ, ଗୁରୁବାର, ଚୈତ୍ର କୃଷ୍ଣପକ୍ଷ, ସପ୍ତମୀ ତିଥି, ଧନୁ ଚନ୍ଦ୍ର, ମୂଳା ନକ୍ଷତ୍ର। ଚନ୍ଦ୍ରଶୁଦ୍ଧି -ଧନୁ, କୁମ୍ଭ, ମିଥୁନ, କର୍କଟ ଓ ତୁଳା ରାଶି। ତୁଳା ଓ କୁମ୍ଭ ରାଶିର ଘାତବାର, ଧନୁ ରାଶିର ଘାତତିଥି, ସିଂହ ରାଶିର ଘାତନକ୍ଷତ୍ର ଓ ମୀନ ରାଶିର ଘାତଚନ୍ଦ୍ର। ସାମ୍ୱତ୍ସରିକ ଶ୍ରାଦ୍ଧ - ଅଷ୍ଠମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ।   ୧.୪.୨୦୧୬ ଶ୍ରୀ ସମ୍ୱତ‌୍‍ ୨୦୭୨, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୬, ସ୍ୱାଧୀନାବ୍ଦ ୬୯, ଶ୍ରୀଶ୍ରୀ ଦିବ୍ୟସିଂହ ଦେବ ମହାରାଜାଙ୍କ ଅ୫୭ଙ୍କ, ସନ୧୪୨୩ସାଲ, ସୌମ୍ୟ ସମ୍ୱତ୍ସର, ମୀନ ଦି୧୯ନ, ଇଂରାଜୀ ୨୦୧୬ ମସିହା, ଅପ୍ରେଲ‌୍‍ ୧ ତାରିଖ, ଶୁକ୍ରବାର, ଚୈତ୍ର କୃଷ୍ଣପକ୍ଷ, ଅଷ୍ଟମୀ ତିଥି, ଧନୁ ଚନ୍ଦ୍ର, ପୂର୍ବାଷାଢା ନକ୍ଷତ୍ର। ଦଶଦୋଳ, ଉତ୍କଳଦିବସ, ରାତ୍ରି ଘ୯/୨୯ ଗତେ ଶରଣପଞ୍ଚକ। ଚନ୍ଦ୍ରଶୁଦ୍ଧି -ଧନୁ, କୁମ୍ଭ, ମିଥୁନ, କର୍କଟ ଓ ତୁଳା ରାଶି। ବିଛା ଓ ମୀନ ରାଶିର ଘାତବାର, ମିଥୁନ ଓ କନ୍ୟା ରାଶିର ଘାତତିଥି, ମୀନ ରାଶିର ଘାତଚନ୍ଦ୍ର। ରାତ୍ରି ୯/୨୯ ଗତେ ମକର, ମୀନ, ମେଷ, କର୍କଟ ଓ ବିଛା ରାଶିର ଚନ୍ଦ୍ରଶୁଦ୍ଧି। ସିଂହ ରାଶିର ଘାତଚନ୍ଦ୍ର। ସାମ୍ୱତ୍ସରିକ ଶ୍ରାଦ୍ଧ - ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ।   ୨.୪.୨୦୧୬ ଶ୍ରୀ ସମ୍ୱତ‌୍‍ ୨୦୭୨, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୬, ସ୍ୱାଧୀନାବ୍ଦ ୬୯, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୭ଙ୍କ, ସନ୧୪୨୩ସାଲ, ସୌମ୍ୟ ସମ୍ୱତ୍ସର, ମୀନ ଦି୨୦ନ, ଇଂରାଜୀ ୨୦୧୬ ମସିହା, ଅପ୍ରେଲ‌୍‍ ୨ ତାରିଖ, ଶନିବାର, ଚୈତ୍ର କୃଷ୍ଣପକ୍ଷ,ନବମୀ ତିଥି, ମକର ଚନ୍ଦ୍ର, ଉତ୍ତରାଷାଢା ନକ୍ଷତ୍ର। ସିଦ୍ଧିଯୋଗ-ଦେବତାଗଠନ, ନାମକରଣ, ନିଷେକ, ହଳପ୍ରବାହ, କର୍ଣ୍ଣବେଧ। ଚନ୍ଦ୍ରଶୁଦ୍ଧି -ମକର, ମୀନ, ମେଷ, କର୍କଟ ଓ ବିଛା ରାଶି। ବୃଷ, ସିଂହ ଓ କନ୍ୟା ରାଶିର ଘାତବାର, ସିଂହ ଓ ବିଛା ରାଶିର ଘାତତିଥି, ସିଂହ ରାଶିର ଘାତଚନ୍ଦ୍ର। ପୁଷ୍କର-ମୃତେ ୨ ପାଦ, ଦିବା ୩/୨୩ ଗତେ ୧ ପାଦ। ସାମ୍ୱତ୍ସରିକ ଶ୍ରାଦ୍ଧ - ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ।   ୩.୪.୨୦୧୬ ଶ୍ରୀ ସମ୍ୱତ‌୍‍ ୨୦୭୨, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୬, ସ୍ୱାଧୀନାବ୍ଦ ୬୯, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୭ଙ୍କ, ସନ୧୪୨୩ସାଲ, ସୌମ୍ୟ ସମ୍ୱତ୍ସର, ମୀନ ଦି୨୧ନ, ଇଂରାଜୀ ୨୦୧୬ ମସିହା, ଅପ୍ରେଲ‌୍‍ ୩ ତାରିଖ, ରବିବାର, ଚୈତ୍ର କୃଷ୍ଣପକ୍ଷ, ଦଶମୀ (ଏକାଦଶୀ କ୍ଷ.) ତିଥି, ମକର ଚନ୍ଦ୍ର, ଶ୍ରବଣା ନକ୍ଷତ୍ର। ଅଦ୍ୟ ପାପମୋଚନୀ ଏକାଦଶୀ, ଶରଣପଞ୍ଚକ। ଚନ୍ଦ୍ରଶୁଦ୍ଧି -ମକର, ମୀନ, ମେଷ, କର୍କଟ ଓ ବିଛା ରାଶି। ମେଷ ରାଶିର ଘାତବାର, କନ୍ୟା ରାଶିର ଘାତନକ୍ଷତ୍ର, ସିଂହ ରାଶିର ଘାତଚନ୍ଦ୍ର। ରାତ୍ରି ୧୨/୩୦ ଗତେ କୁମ୍ଭ, ମେଷ, ବୃଷ, ସିଂହ ଓ କନ୍ୟା ରାଶିର ଚନ୍ଦ୍ରଶୁଦ୍ଧି। ଧନୁ ରାଶିର ଘାତଚନ୍ଦ୍ର। ପୁଷ୍କର-ମୃତେ ୧ ପାଦ, ରାତ୍ରି ୩/୫୭ ଗତେ ୨ ପାଦ। ସାମ୍ୱତ୍ସରିକ ଶ୍ରାଦ୍ଧ - ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ।

Share :