ତିଥି ବାର ବେଳା- ମେ ୯-୧୫, ୨୦୧୬

ତିଥି ବାର ବେଳା- ମେ ୯-୧୫, ୨୦୧୬

Share :

୯.୫.୨୦୧୬ ଶ୍ରୀ ସମ୍ବତ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୬, ସ୍ବାଧୀନାବ୍ଦ ୬୯, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୭ଙ୍କ, ସନ୧୪୨୩ସାଲ, ସୌମ୍ୟ ସମ୍ୱତ୍ସର, ମେଷ ଦି୨୭ନ, ଇଂରାଜୀ ୨୦୧୬ ମସିହା, ମଇ ୯ ତାରିଖ, ସୋମବାର, ବୈଶାଖ ଶୁକ୍ଳପକ୍ଷ, ତୃତୀୟା ତିଥି, ବୃଷ ଚନ୍ଦ୍ର, ମୃଗଶିରା ନକ୍ଷତ୍ର। ଅଦ୍ୟ ଅକ୍ଷୟ ତୃତୀୟା, ଶ୍ରୀଜୀଉଙ୍କ ଚନ୍ଦନଲାଗି ନୀତି ଓ ଚନ୍ଦନଯାତ୍ରା ଆରମ୍ଭ, ରଥ ଅନୁକୂଳ, ଯୁଗାବ୍ଦ ଶ୍ରାଦ୍ଧ, ବୃହସ୍ପତି ବକ୍ରତ୍ୟାଗ, ରେବତୀ ବିବାହ, ଜୟଦେବ ଜୟନ୍ତୀ, ନାଭିଗୟାରେ ପିଣ୍ଡଦାନ। ଗୃହାରମ୍ଭ, ଦେବତାଗଠନ, ପୁଂସବନ, ସୀମନ୍ତୋନୟନ, ନାମକରଣ, ବହିଃନିଷ୍କ୍ରମଣ, ଅନ୍ନପ୍ରାସନ, ଯାତ୍ରା ଶୁଭ। ଚନ୍ଦ୍ରଶୁଦ୍ଧି -ବୃଷ, କର୍କଟ, ସିଂହ, ଧନୁ ଓ ମୀନ ରାଶି। ମିଥୁନ ଓ ଧନୁ ରାଶିର ଘାତବାର, ବିଛା ରାଶିର ଘାତଚନ୍ଦ୍ର। ଦିବା ୩ା୨୨ ଗତେ ମିଥୁନ, ସିଂହ, ଧନୁ, ମକର ଓ ମେଷ ରାଶିର ଚନ୍ଦ୍ରଶୁଦ୍ଧି। କନ୍ୟା ରାଶିର ଘାତଚନ୍ଦ୍ର। ସାମ୍ୱତ୍ସରିକ ଶ୍ରାଦ୍ଧ - ତୃତୀୟାର ଏକୋଦ୍ଦିଷ୍ଟ ଓ ଦ୍ୱାଦଶୀର ପାର୍ବଣ ଶ୍ରାଦ୍ଧ।   ୧୦.୫.୨୦୧୬ ଶ୍ରୀ ସମ୍ୱତ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୬, ସ୍ୱାଧୀନାବ୍ଦ ୬୯, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୭ଙ୍କ, ସନ୧୪୨୩ସାଲ, ସୌମ୍ୟ ସମ୍ୱତ୍ସର, ମେଷ ଦି୨୮ନ, ଇଂରାଜୀ ୨୦୧୬ ମସିହା, ମଇ ୧୦ ତାରିଖ, ମଙ୍ଗଳବାର, ବୈଶାଖ ଶୁକ୍ଳପକ୍ଷ, ଚତୁର୍ଥୀ ତିଥି, ମିଥୁନ ଚନ୍ଦ୍ର, ଆର୍ଦ୍ରା ନକ୍ଷତ୍ର। ଅଦ୍ୟ ହରିମଙ୍ଗଳ ବ୍ରତ। ଚନ୍ଦ୍ରଶୁଦ୍ଧି -ମିଥୁନ, ସିଂହ, ଧନୁ, ମକର ଓ ମେଷ ରାଶି। ମକର ରାଶିର ଘାତବାର, କୁମ୍ଭ ରାଶିର ଘାତନକ୍ଷତ୍ର। କନ୍ୟା ରାଶିର ଘାତଚନ୍ଦ୍ର। ମୃତେ ପୁଷ୍କର ୧ପାଦ, ରାତ୍ରି ୧ା୨୩ ଗତେ ୨ପାଦ। ସାମ୍ୱତ୍ସରିକ ଶ୍ରାଦ୍ଧ - ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ।   ୧୧.୫.୨୦୧୬ ଶ୍ରୀ ସମ୍ୱତ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୬, ସ୍ୱାଧୀନାବ୍ଦ ୬୯, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୭ଙ୍କ, ସନ୧୪୨୩ସାଲ, ସୌମ୍ୟ ସମ୍ୱତ୍ସର, ମେଷ ଦି୨୯ନ, ଇଂରାଜୀ ୨୦୧୬ ମସିହା, ମଇ ୧୧ ତାରିଖ, ବୁଧବାର, ବୈଶାଖ ଶୁକ୍ଳପକ୍ଷ, ପଞ୍ଚମୀ ତିଥି, ମିଥୁନ ଚନ୍ଦ୍ର, ପୁନର୍ବସୁ ନକ୍ଷତ୍ର। ଅଦ୍ୟ ଆଦି ଶଙ୍କରାଚାର୍ଯ୍ୟ ଜୟନ୍ତୀ। ଶୁଭକର୍ମ ଯୋଗ-ପୁଂସବନ, ସୀମନ୍ତୋନୟନ, ନାମକରଣ, ବହିଃନିଷ୍କ୍ରମଣ, ଅନ୍ନପ୍ରାସନ ଓ ଯାତ୍ରା। ଚନ୍ଦ୍ରଶୁଦ୍ଧି -ମିଥୁନ, ସିଂହ, ଧନୁ, ମକର ଓ ମେଷ ରାଶି। କର୍କଟ ରାଶିର ଘାତବାର, କନ୍ୟା ରାଶିର ଘାତଚନ୍ଦ୍ର। ସଂଧ୍ୟା ଘ୫ା୫୨ ଗତେ କର୍କଟ, କନ୍ୟା, ତୁଳା, ମକର, କୁମ୍ଭ ଓ ବୃଷ ରାଶିର ଚନ୍ଦ୍ରଶୁଦ୍ଧି। ସାମ୍ୱତ୍ସରିକ ଶ୍ରାଦ୍ଧ - ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ।   ୧୨.୫.୨୦୧୬ ଶ୍ରୀ ସମ୍ୱତ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୬, ସ୍ୱାଧୀନାବ୍ଦ ୬୯, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୭ଙ୍କ, ସନ୧୪୨୩ସାଲ, ସୌମ୍ୟ ସମ୍ୱତ୍ସର, ମେଷ ଦି୩୦ନ, ଇଂରାଜୀ ୨୦୧୬ ମସିହା, ମଇ ୧୨ ତାରିଖ, ଗୁରୁବାର, ବୈଶାଖ ଶୁକ୍ଳପକ୍ଷ, ଷଷ୍ଠୀ ତିଥି, କର୍କଟ ଚନ୍ଦ୍ର, ପୁଷ୍ୟା ନକ୍ଷତ୍ର। ଅଦ୍ୟ ରାମାନୁଜାଚାର୍ଯ୍ୟ ଜୟନ୍ତୀ। ଚନ୍ଦ୍ରଶୁଦ୍ଧି -କର୍କଟ, କନ୍ୟା, ତୁଳା, ମକର, କୁମ୍ଭ ଓ ବୃଷ ରାଶି। ତୁଳା ଓ କୁମ୍ଭ ରାଶିର ଘାତବାର, କର୍କଟ ଓ ମେଷ ରାଶିର ଘାତତିଥି। ସାମ୍ୱତ୍ସରିକ ଶ୍ରାଦ୍ଧ - ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ।   ୧୩.୫.୨୦୧୬ ଶ୍ରୀ ସମ୍ୱତ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୬, ସ୍ୱାଧୀନାବ୍ଦ ୬୯, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୭ଙ୍କ, ସନ୧୪୨୩ସାଲ, ସୌମ୍ୟ ସମ୍ୱତ୍ସର, ମେଷ ଦି୩୧ନ, ଇଂରାଜୀ ୨୦୧୬ ମସିହା, ମଇ ୧୩ ତାରିଖ, ଶୁକ୍ରବାର, ବୈଶାଖ ଶୁକ୍ଳପକ୍ଷ, ସପ୍ତମୀ ତିଥି, କର୍କଟ ଚନ୍ଦ୍ର, ଅଶ୍ଳେଷା ନକ୍ଷତ୍ର। ଅଦ୍ୟ ମାସାନ୍ତ। ଚନ୍ଦ୍ରଶୁଦ୍ଧି -କର୍କଟ, କନ୍ୟା, ତୁଳା, ମକର, କୁମ୍ଭ ଓ ବୃଷ ରାଶି। ବିଛା ଓ ମୀନ ରାଶିର ଘାତବାର, ମୀନ ରାଶିର ଘାତନକ୍ଷତ୍ର। ଧନୁ ରାଶିର ଘାତତିଥି। ରାତ୍ରି ଘ୧୨ା୩୫ ଗତେ ସିଂହ, ତୁଳା, ବିଛା, କୁମ୍ଭ, ମୀନ ଓ ମିଥୁନ ରାଶିର ଚନ୍ଦ୍ରଶୁଦ୍ଧି। କର୍କଟ ଓ ମକର ରାଶିର ଘାତଚନ୍ଦ୍ର। ସାମ୍ୱତ୍ସରିକ ଶ୍ରାଦ୍ଧ - ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ।   ୧୪.୫.୨୦୧୬ ଶ୍ରୀ ସମ୍ୱତ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୬, ସ୍ୱାଧୀନାବ୍ଦ ୬୯, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୭ଙ୍କ, ସନ୧୪୨୩ସାଲ, ସୌମ୍ୟ ସମ୍ୱତ୍ସର, ବୃଷ ଦି୧ନ, ଇଂରାଜୀ ୨୦୧୬ ମସିହା, ମଇ ୧୪ ତାରିଖ, ଶନିବାର, ବୈଶାଖ ଶୁକ୍ଳପକ୍ଷ, ଅଷ୍ଟମୀ ତିଥି, ସିଂହ ଚନ୍ଦ୍ର, ମଘା ନକ୍ଷତ୍ର। ଅଦ୍ୟ ବିଷ୍ଣୁପଦୀ ବୃଷ ସଂକ୍ରାନ୍ତି, ଶନିଶ୍ଚର ଯଜ୍ଞ, ନୀଳାଦ୍ରି ମହୋଦୟାଷ୍ଟମୀ। ରାତ୍ରି ୧ା୧୪ ସମୟେ ରବି ବୃଷକୁ ସଂକ୍ରମଣ। ପରଦିନ ପ୍ରାତଃରୁ ଦିନାର୍ଦ୍ଧ ମେଧ୍ୟ ପୁଣ୍ୟକାଳ। (ପୁତ୍ରବାନ ବ୍ୟକ୍ତି ବ୍ରତ ଉପବାସ କରିବେ ନାହିଁ, କେବଳ ଦାନ ସ୍ନାନ ହିଁ ମୁଖ୍ୟ ) ସ୍ତ୍ରୀ ତୈଳ ଓ ଆମିଷ ଭୋଜନ ନିଷେଧ, ନୀଳାଦ୍ରି ମହୋଦୟାଷ୍ଟମୀ। ଚନ୍ଦ୍ରଶୁଦ୍ଧି - ସିଂହ, ତୁଳା, ବିଛା, କୁମ୍ଭ, ମୀନ ଓ ମିଥୁନ ରାଶି। ବୃଷ, ସିଂହ ଓ କନ୍ୟା ରାଶିର ଘାତବାର, ମିଥୁନ ଓ କନ୍ୟା ରାଶିର ଘାତତିଥି। ମେଷ ରାଶିର ଘାତ ନକ୍ଷତ୍ର। କର୍କଟ ଓ ମକର ରାଶିର ଘାତଚନ୍ଦ୍ର। ମୃତେ ପୁଷ୍କର ୧ପାଦ। ସାମ୍ୱତ୍ସରିକ ଶ୍ରାଦ୍ଧ - ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ।   ୧୫.୫.୨୦୧୬ ଶ୍ରୀ ସମ୍ୱତ ୨୦୭୩, ଶକାବ୍ଦ ୧୯୩୮, ଯୁଗାବ୍ଦ ୫୧୧୬, ସ୍ୱାଧୀନାବ୍ଦ ୬୯, ଶ୍ରୀଶ୍ରୀ ଦିବ୍ୟସିଂହଦେବ ମହାରାଜାଙ୍କ ଅ୫୭ଙ୍କ, ସନ୧୪୨୩ସାଲ, ସୌମ୍ୟ ସମ୍ୱତ୍ସର, ବୃଷ ଦି୨ନ, ଇଂରାଜୀ ୨୦୧୬ ମସିହା, ମଇ ୧୫ ତାରିଖ, ରବିବାର, ବୈଶାଖ ଶୁକ୍ଳପକ୍ଷ, ନବମୀ ତିଥି, ସିଂହ ଚନ୍ଦ୍ର, ପୂର୍ବାଫାଲ୍ଗୁନୀ ନକ୍ଷତ୍ର। ଅଦ୍ୟ ସୀତା ନବମୀ। ଚନ୍ଦ୍ରଶୁଦ୍ଧି - ସିଂହ, ତୁଳା, ବିଛା, କୁମ୍ଭ, ମୀନ ଓ ମିଥୁନ ରାଶି। ସିଂହ ଓ ବିଛା ରାଶିର ଘାତତିଥି, ମେଷରାଶିର ଘାତବାର, କର୍କଟ ଓ ମକର ରାଶିର ଘାତଚନ୍ଦ୍ର। ମୃତେ ପୁଷ୍କର ୧ପାଦ, ରାତ୍ରି ଘ୪ା୧୬ ଗତେ ୨ପାଦ। ସାମ୍ୱତ୍ସରିକ ଶ୍ରାଦ୍ଧ - ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ।

Share :